ଆସନ୍ତା ଜାନୁଆରୀ ୨୦ ତାରିଖରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) OSSTET- ୨୦୨୫ ଅନୁଷ୍ଠିତ ହେବ । ପେପର-୧ ସକାଳ ୯ରୁ ସାଢ଼େ ୧୧ ଯାଏ ଚାଲିବ । ସେଇଭଳି ପେପର-୨ ପରୀକ୍ଷା ଅପରାହ୍ନ ୨ରୁ ୪ଟା ୩୦ ଯାଏ ହେବ । ଆଜିଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଅନ୍ଲାଇନ୍ରେ ଆବେଦନ କରି ପାରିବେ ଆଶାୟୀ । ୨୦୨୬ ଜାନୁଆରୀ ୧୦ ପରଠାରୁ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁୃ ବିଜ୍ଞପ୍ତି ଜାରି ହୋଇଛି । Post navigation Subhadra Yojana: ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା Odisha Politics: ବିଜେଡିକୁ ଶକ୍ତ ଝଟ୍କା; ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ, ଭଉଣୀ