Rehearsals in Full Swing for State-Level Republic Day Parade at Bhubaneswar Lower PMG
ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ । ସମାରୋହ ପୂର୍ବରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆରମ୍ଭ ହୋଇଛି ପରେଡ୍‌ ରିହର୍ସାଲ ।
 
ଆଜି ଫୁଲଡ୍ରେସ ରିହରସାଲ୍ କରାଯାଉଛି । ଏଥର ଗଣତନ୍ତ୍ର ଦିବସ ପରେଡରେ ୫୪ଟି କଣ୍ଟିଜେଣ୍ଟ ଭାଗ ନେବେ । ଯେଉଁଥିରେ CRPF, OISF ଏବଂ ହୋମଗାର୍ଡ ସିଭିଲ ଡିଫେନ୍ସ ଭଳି କଣ୍ଟିଜେଣ୍ଟଙ୍କ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲ-କଲେଜ ଛାତ୍ରଛାତ୍ରୀ ମଧ୍ୟ ପରେଡରେ ସାମିଲ ହେବେ ।
 
ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
 

By Nirvay

Leave a Reply

Your email address will not be published. Required fields are marked *