trends-show-bjp-sweeping-assam
ଆସାମରେ ପୁଣି ବିପୁଳ ବିଜୟ ପଥେ ଭାରତୀୟ ଜନତା ପାର୍ଟି । ବହୁ ପଛରେ ପଡ଼ିଛି ପ୍ରତିଦ୍ୱନ୍ଦୀ କଂଗ୍ରେସ । ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଥିବାବେଳେ ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭାରେ ବିଜେପି ୭୭ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୨୪ଟି ଆସନରେ ଆଗୁଆ ରହିଛି । ଭୋଟ୍ ଗଣତି ଜାରି ରହିଥିବା ବେଳେ, ଗଣନା କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି ଏବଂ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶାବଳୀ କଡ଼ାକଡ଼ି ପାଳନ କରାଯାଉଛି।
 
 
 

By Nirvay

Leave a Reply

Your email address will not be published. Required fields are marked *