ବାଲିଅନ୍ତାରେ ଯୁବକ ସୋମ୍ୟଙ୍କୁ ହତ୍ୟା କରାଯାଇଥିବା ଘଟଣାକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ସେ ସେଠାରେ ପ୍ରାଥମିକ ତଦନ୍ତ କରିବା ସହ ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ସୂଚନା ସଂଗ୍ରହ କରିଥିଲେ ।

ଏହା ସହିତ ଅଧ୍ୟକ୍ଷା ପୀଡିତାଙ୍କୁ ଭେଟିବା ସହ ସୋମ୍ୟଙ୍କ ଘରକୁ ମଧ୍ୟ ଯାଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ଏଭଳି ବର୍ବର କାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

By Nirvay

Leave a Reply

Your email address will not be published. Required fields are marked *