ଭାଇସ୍ ଆଡମିରାଲ୍ କ୍ରିଷ୍ଣା ସ୍ବାମୀନାଥନ ହେବେ ପରବର୍ତ୍ତୀ ନୌସେନା ମୁଖ୍ୟ । ନୌସେନା ମୁଖ୍ୟ ଭାବେ ଆସନ୍ତା ୩୧ ତାରିଖରେ ଦାୟିତ୍ବ ନେବେ ସ୍ବାମୀନାଥନ । ସେ ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ କୁମାର ତ୍ରିପାଠିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ।

୨୦୨୮ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସେ ନୌସେନା ମୁଖ୍ୟ ରହିବେ । ସେ ବର୍ତ୍ତମାନ ମୁମ୍ବାଇରେ ପଶ୍ଚିମ ନୌସେନା କମାଣ୍ଡର ଫ୍ଲାଗ୍ ଅଫିସର କମାଣ୍ଡିଂ ଇନ୍ ଚିଫ୍ ଭାବରେ କାର୍ଯ୍ୟ କରୁଛନ୍ତି ।

Leave a Reply

Your email address will not be published. Required fields are marked *