ପ୍ରବଳ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୋମବାର (୧୧ ମଇ, ୨୦୨୬) ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ଏକ ସରକାରୀ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି। ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ସମ୍ବାଦପତ୍ର ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ପ୍ଲାଟଫର୍ମ ମାଧ୍ୟମରେ ଘୋଷଣା କରାଯିବ ବୋଲି ବିଜ୍ଞପ୍ତିରେ ସୂଚନା ରହିଛି । Post navigation Odisha Govt plans 5 Fast-Track Cyber Courts for Speedy Justice Punjab minister Sanjeev Arora Arrested: ପଞ୍ଜାବ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ସଞ୍ଜୀବ ଅରୋରା ଗିରଫ