ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲାପତି ବିଜୟ। ଚେନ୍ନାଇର ନେହରୁ ଇଣ୍ଡୋର ଷ୍ଟାଡିୟମରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ୧୯୬୭ ପରେ ପ୍ରଥମ ଅଣଦ୍ରାବିଡ଼ ମୁଖ୍ୟମନ୍ତ୍ରୀ ଭାବେ ବିଜୟ ନେଲେ ଶପଥ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । Post navigation TMC names Sobhandeb Chattopadhyay as Leader of Opposition in West Bengal Assembly Tamil Nadu CM Oath Ceremony: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପରେ ୩ ଗୁରୁତ୍ବପୂର୍ଣ୍ଣ ଡକ୍ୟୁମେଣ୍ଟରେ ବିଜୟଙ୍କ ଦସ୍ତଖତ