ବେଙ୍ଗଲରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ନେଇ ଘୋଷଣା । ପଶ୍ଚିମବଙ୍ଗ ସରକାର ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ଏବଂ ରାଜ୍ୟ ସାରା ପ୍ରମୁଖ କେନ୍ଦ୍ରୀୟ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସୋମବାର  ନବଗଠିତ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏହି ଘୋଷଣା କରିଛନ୍ତି। ଆଜିଠୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *