କାଲି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ବଶର୍ମା । ଆସାମରେ ଲଗାତାର ୩ୟ ଥର ପାଇଁ ବିଜେପି ନେତୃତ୍ବାଧୀନ NDA ସରକାର । ଆସନ୍ତାକାଲି ଲଗାତାର ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ୱ ଶର୍ମାଙ୍କ ଶପଥ ଗ୍ରହଣ ପାଇଁ ମଞ୍ଚ ପ୍ରସ୍ତୁତ ହୋଇଛି। ଏହି ଐତିହାସିକ ରାଜନୈତିକ କାର୍ଯ୍ୟକ୍ରମ ପାଇଁ ଗୌହାଟୀର ଖାନପାରାର ପଶୁଚିକିତ୍ସା କଲେଜ ଗ୍ରାଉଣ୍ଡରେ ପ୍ରସ୍ତୁତି ପ୍ରାୟ ସମ୍ପୂର୍ଣ୍ଣ ହୋଇଛି।

ଆଜି ରାତିରେ ପ୍ରଧାନମନ୍ତ୍ରୀ ମୋଦି ଗୌହ୍ବାଟୀରେ ପହଞ୍ଚିବା ନେଇ ସୂଚନା । ଗୃହ ମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ଯୋଗଦେବେ ।

Leave a Reply

Your email address will not be published. Required fields are marked *