ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ଟଙ୍କଧରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ ରହିଛି । ଟଙ୍କଧରଙ୍କ ଆବେଦନ ଖାରଜ କରିଛନ୍ତି ସୁପ୍ରମକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧର ଆବେଦନ କରିଥିଲେ ଯାହାକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ମୂଳ ନିର୍ବାଚନୀ ମାମଲାର ଶୁଣାଣି ହାଇକୋର୍ଟରେ ଜାରି ରହିବ । Post navigation Nitin Nabin to Visit Odisha: ୧୮ ତାରିଖରେ ଓଡ଼ିଶା ଆସିବେ ନିତିନ ନବୀନ T.N. CM Orders Closure of TASMAC Shops: ତାମିଲନାଡୁ ସରକାରଙ୍କ ବଡ ନିଷ୍ପତ୍ତି; ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ