ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ବଶର୍ମା । ଖାନାପଡ଼ା ଭେଟେରେନାରୀ କଲେଜ ଗ୍ରାଉଣ୍ଡରେ ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ । ଏହା ସହ ଆସାମରେ ଲଗାତାର ୩ୟ ଥର ପାଇଁ ବିଜେପି ନେତୃତ୍ବାଧୀନ NDA ସରକାର । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ରହିଛନ୍ତି । Post navigation T.N. CM Orders Closure of TASMAC Shops: ତାମିଲନାଡୁ ସରକାରଙ୍କ ବଡ ନିଷ୍ପତ୍ତି; ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ NEET Exam Cancelled after Rajasthan Paper Leak