ନୟାଗଡ ବିଜେଡିରୁ ଇସ୍ତଫା ଦେଲେ ବ୍ଲକ୍ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ। ବିଜେଡିରୁ ଇସ୍ତଫା ଦେଲେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ସାହୁ । ବ୍ୟକ୍ତିଗତ କାରଣରୁ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ସେ ନିଜ ଇସ୍ତଫାପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠେଇ ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। Post navigation NHRC Intervenes in Balianta GRP Constable Murder Case Vijay Appoints his Astrologer as OSD: ଜ୍ୟୋତିଷ ରିକି ରାଧାନ ପଣ୍ଡିତ ହେଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ OSD