ଓଡ଼ିଶାରେ ମେ’ ୩୦ ତାରିଖରୁ ଆରମ୍ଭ ହେବ SIR । ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଓଡ଼ିଶା ସମେତ ଦେଶର ୧୬ଟି ରାଜ୍ୟ ଏବଂ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ “ସ୍ୱତନ୍ତ୍ର ସଘନ ସଂଶୋଧନ” (ଏସ୍ଆଇଆର୍) କାର୍ଯ୍ୟକ୍ରମ ଆରମ୍ଭ । ଓଡ଼ିଶାରେ ୩୮,୧୨୩ BLO ଘରେ ପହଞ୍ଚି ଭୋଟରଙ୍କ ତଥ୍ୟ ଯାଞ୍ଚ କରିବେ । ସହଯୋଗ ପାଇଁ ୨୭,୭୨୩ BLA ନିୟୋଜିତ କଲେ ବିଭିନ୍ନ ରାଜନୈତିକ ଦଳ । Post navigation Congress Protest Over Tribal Displacement: ରାଜ୍ୟରେ ବିସ୍ଥାପନ ଯାତନାକୁ ନେଇ ରାଜ୍ୟପାଳଙ୍କୁ ସାକ୍ଷାତ କଲେ କଂଗ୍ରେସ ପ୍ରତିନିଧି ଦଳ