ପେସାଦର ଅପରାଧୀଙ୍କୁ ଏନାକାଉଣ୍ଟର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ. ବି. ଖୁରାନିଆ ରବିବାର ଅପରାଧୀମାନଙ୍କୁ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। Post navigation Untimely Rath Yatra Celebrations Abroad: ପୁଣି ଇସ୍କନର ମନମାନୀ; ବିଦେଶରେ ଅଦିନିଆ ରଥଯାତ୍ରା Work From Home Advisory in UP: ୟୁପିରେ ୱାର୍କ ଫ୍ରମ୍ ହୋମ୍ ନିର୍ଦ୍ଦେଶ