ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଭୁବନେଶ୍ୱର ପହଞ୍ଚିଲେ ନିତିନ ନବୀନ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସୋମବାର ସକାଳେ ଜଟଣୀଠାରେ ଭୁବନେଶ୍ବର ସାଂଗଠନିକ ଜିଲ୍ଲାର ପ୍ରଶିକ୍ଷଣ ଶିବିରରେ ସାମିଲ ହେବେ ନିତିନ ନବୀନ । Post navigation Heat Wave in Odisha: ରାଜ୍ୟରେ ବଢ଼ୁଛି ଗରମ ପ୍ରକୋପ; ୪୦ ଡିଗ୍ରୀ ଉପରେ ରହିଛି ୧୧ଟି ସହର