ବିହାର ସାସାରାମ-ପାଟନା ପାସେଞ୍ଜର ଟ୍ରେନରେ ନିଆଁ। ବିହାର ରୋହତାସ ଜିଲ୍ଲାର ସାସାରାମ ରେଳ ଷ୍ଟେସନ୍ ରେ ସାସାରାମ-ପାଟନା ପାସେଞ୍ଜର ରେଳ ଷ୍ଟେସନରେ ଅଟକି ରହିଥିବା ବେଳେ ହଠାତ୍ ନିଆଁ ଲଗିଯାଇଥିଲା । ଘଟଣାର ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଘଟଣାରେ କେହି ମୃତାହତ ହୋଇନାହାନ୍ତି । ନିଆଁ ଲାଗି ଗୋଟିଏ କୋଚ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। Post navigation Keralam CM Oath Ceremony: କେରଳମ୍ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି ସତୀଶନ୍ Plus Two Result 2026: ୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ