ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ସେ କହିଛନ୍ତି ଜୁଲାଇ ପ୍ରଥମ ସପ୍ତାହରେ ହେବ ଇମ୍ପ୍ରୁଭମେଣ୍ଟ ପରୀକ୍ଷା । କୌଣସି ଗୋଟିଏ ବିଷୟରେ ଇମ୍ପ୍ରୁଭମେଣ୍ଟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ । Post navigation Odisha +2 Results 2026 Declared: Girls Outshine Boys in All Streams No Road to Village in Koraput: ଗାଁକୁ ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ; ୪ କିମି ଭାରରେ ବୁହାହେଲେ ରୋଗୀ