ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ସ୍ଥଗିତ ।ଶ୍ରୀମନ୍ଦିର ପ୍ରଶାସନର ପ୍ରତିବାଦ ପରେ ମେ ୨୩ରେ ହେବାକୁ ଥିବା ରଥଯାତ୍ରାକୁ ସ୍ଥଗିତ ଘୋଷଣା କରାଯାଇଛି । ଫିରୋଜପୁର ସ୍ଥାନୀୟ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏବଂ ମନ୍ଦିର କମିଟି ସଦସ୍ୟଙ୍କ ସହିତ ଆଲୋଚନା କରିବା ପରେ ବୁଧବାର ଫିରୋଜପୁର ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ଘୋଷଣା କରିଛି।ଲାଲ। ଧାର୍ଯ୍ୟ ତିଥି ଜୁଲାଇ ୧୬ରେ ରଥଯାତ୍ରା କରିବା ନେଇ ସହମତି ଦିଆଯାଇଥିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ଫିରୋଜପୁର ଜିଲ୍ଲାପାଳ ।

Leave a Reply

Your email address will not be published. Required fields are marked *