କୌଣସି ମୁହୂର୍ତ୍ତରେ ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଯେକୌଣସି ସମୟରେ ହୋଇପାରେ । ଏହା ସହ ନିଗମ ଏବଂ ବୋର୍ଡଗୁଡ଼ିକରେ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇସାରିଛି। ଦଳ ଏବଂ ସରକାର ପୂର୍ବରୁ ଚୟନ ପ୍ରକ୍ରିୟା ଆରମ୍ଭ କରିସାରିଛନ୍ତି। ଏହା ବହୁତ ଶୀଘ୍ର ସମାପ୍ତ ହେବ ।

Leave a Reply

Your email address will not be published. Required fields are marked *