ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । କାଳବୈଶାଖୀ ବର୍ଷାରେ ଭିଜିଲା ଟ୍ୱିନ୍ ସିଟି । ଆଜି ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କଟକ ଓ ଭୁବନେଶ୍ୱରର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି। ବର୍ଷା ପବନ ଯୋଗୁଁ ଗରମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଏହା ସହ ଆଗାମୀ ୩ ଘଣ୍ଟା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

 

 

 

Leave a Reply

Your email address will not be published. Required fields are marked *