ମହଙ୍ଗା ପଡ଼ିଲା ଥାନାରେ ଥାର୍ଡ ଡିଗ୍ରୀ । ପାଇଖାନା ଭିତରେ ମା’ପୁଅଙ୍କୁ ଥାର୍ଡ ଡିଗ୍ରୀ ଘଟଣାରେ ସସପେଣ୍ଡ ହେଲେ ତାଳଚୁଆ ମେରାଇନ୍ ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା । ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ କେନ୍ଦ୍ରାପଡ଼ାର ତାଳଚୁଆ ମେରାଇନ୍ ଥାନାର ଭାରପ୍ରାପ୍ତ ଇନ୍ସପେକ୍ଟର ସନ୍ଧ୍ୟାରାଣୀ ଜେନାଙ୍କୁ ତୁରନ୍ତ ନିଲମ୍ବିତ କରିଛନ୍ତି।

 

 

Leave a Reply

Your email address will not be published. Required fields are marked *