କବିସୂର୍ଯ୍ୟନଗର ଥାନାରେ ପୋଲିସର ଥାର୍ଡ ଡିଗ୍ରୀ ନିର୍ଯ୍ୟାତନାରେ ଜଣେ ଦିବ୍ୟାଙ୍ଗ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସୁବୁଳିଆ ଗ୍ରାମର ସୁଶାନ୍ତ ସାହୁ (୩୨) । ଅଭିଯୋଗ ପରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି। ଗଞ୍ଜାମ ଏସ୍ ପି ହରିଶ ବି ସି ଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର।

 

 

Leave a Reply

Your email address will not be published. Required fields are marked *