ରାଜ୍ୟର ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ ଓ ବ୍ୟବସ୍ଥିତ କରିବା ଲକ୍ଷ୍ୟରେ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ । ଏହାକୁ ନେଇ ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି ବୋଲି ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Leave a Reply

Your email address will not be published. Required fields are marked *