ପରିବାର ପ୍ରତିପୋଷଣ ପାଇଁ କାମ କରିବାକୁ ଯାଇ ଥାଇଲାଣ୍ଡରେ ଫସିଲେ ୪ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଓ ରାଜକନିକାର ୪ ଯୁବକ ଥାଇଲାଣ୍ଡରେ ଫସି ରହିଥିବା ଜଣାପଡ଼ିଛି। ସ୍ୱଦେଶ ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ମାଧ୍ୟମରେ ଓଡ଼ିଶା ସରକାର ଓ କେନ୍ଦ୍ରାପଡ଼ା ସାଂସଦଙ୍କୁ ଗୁହାରି କରିଛନ୍ତି ।

 

Leave a Reply

Your email address will not be published. Required fields are marked *