ଭିଜିଲାନ୍ସ ଜାଲରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ । ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ବାସୁଦେବପୁର ଅଂଚଳର ପ୍ରଶାନ୍ତ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ NOC ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଶ୍ରୀକାନ୍ତ। ଏହାପରେ ଶ୍ରୀକାନ୍ତ ଦାସଙ୍କ ଅଫିସ ଓ ଜଗନ୍ନାଥ ପୁର ଜାନୁଗଞ୍ଜ ସ୍ଥିତ ଘରେ ମଧ୍ୟ ଚଢାଉ କରାଯାଉଛି। Post navigation RBI keeps Repo Rate unchanged at 5.25% for second straight time amid West Asia Tensions Rajya Sabha Bye Election: ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ