ତାତିରୁ ମିଳିବ ନାହିଁ ନିସ୍ତାର । ରାଜ୍ୟରେ ଅସହ୍ୟ ଗରମ ସହ ଗୁଳୁଗୁଳି ଜାରି ରହିଥିବା ବେଳେ ଆସନ୍ତା ତିନି ଦିନ ତାପମାତ୍ରା ଆହୁରି ୩ ଡିଗ୍ରୀ ବଢ଼ିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହା ସହ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରଚଣ୍ଡ ତାତି ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *