Minor Girl Gang-Raped in Kendrapada; Case Registered Under POCSO Act, 2 Accused Identified

ଧଉଳି ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ। ପୁରୁଷ ବନ୍ଧୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି। ପୀଡିତା ଧଉଳି ଥାନାରେ ଅଭିଯୋଗ ଦାଖଲ କରିବା ପରେ ପୁରୁଷ ବନ୍ଧୁଙ୍କ ଫେରାର୍‌ ରହିଥିବା ଜଣାପଡ଼ିଛି। ମହିଳା ଜଣଙ୍କ ଡାକ୍ତରୀ ପରୀକ୍ଷା କରାଯାଇଥିବା ବେଳେ ଧଉଳି ଥାନା ପୋଲିସ୍‌ ତଦନ୍ତ ଆରମ୍ଭ କରିଛି।

 

Leave a Reply

Your email address will not be published. Required fields are marked *