ମୟୂରଭଞ୍ଜ ଏବଂ ଉତ୍ତର ଓଡ଼ିଶାରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତରେ ଯାଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଙ୍ଗ୍ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି । ଏହା ସହିତ ଏହି ଅବସରରେ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ୪୩୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ। Post navigation Pipili Rape Case: ପିପିଲିରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ; ଅଭିଯୁକ୍ତ ଗିରଫ କଲା ଧଉଳି ପୋଲିସ Visakhapatnam Steel Plant Accident: ବିଶାଖାପାଟନମ୍ ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ୯ ମୃତ, ଏକାଧିକ ଗୁରୁତର