ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍ପେଣ୍ଡ । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଓଡ଼ିଶା ସରକାର ଜଳସମ୍ପଦ ବିଭାଗର ତିନି ଜଣ ଯନ୍ତ୍ରୀଙ୍କୁ ସସ୍ପେଣ୍ଡ କରାଯାଇଛି । ସେମାନେ ହେଲେ ବରଗଡ଼ ସୁପରିଟେଣ୍ଡେଣ୍ଟ ଇଂଜିନିୟର ମଦନ ମୋଦନ ସେଠୀ, ଭେଡେନ୍ ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଂଜିନିୟର ରାଜ୍ କୁମାର ମିଶ୍ର ଓ ବରଗଡ଼ କେନାଲ୍ ସେକ୍ସନର ଆସିଷ୍ଟାଣ୍ଟ ଇଂଜିନିୟର ରଂଜନ ପଟେଲ । Post navigation Big Relief for Khan Sir: କୋଚିଂ ସେଣ୍ଟର ଗୁଳିକାଣ୍ଡ ମାମଲାରେ ଖାନ୍ ସାରଙ୍କୁ ମିଳିଲା ଆଶ୍ବସ୍ତି, ଗିରଫଦାରୀ ଉପରେ ଲାଗିଲା ରୋକ୍ Rajya Sabha Bye Election: ରାଜ୍ୟସଭା ଉପନିର୍ବାଚନ; ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍