ରାଜ୍ୟସଭା ଉପନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍। ଆସନ୍ତା ୧୮ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବାକୁ ଥିବା ବେଳେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ମୋଟ ୪ ସେଟ୍ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଏବଂ ଯାଞ୍ଚ ପ୍ରକ୍ରିୟା ପରେ ସମସ୍ତ ନାମାଙ୍କନ ପତ୍ର ବୈଧ ଘୋଷିତ ହୋଇଛି ।

 

Leave a Reply

Your email address will not be published. Required fields are marked *