ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର । କାଲି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଘୋଷଣା ପରେ ଆଜି ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲ୍ଲାର ଦୀଘାଠାରେ ନିର୍ମିତ ଶ୍ରୀ ଜଗନ୍ନାଥ ମନ୍ଦିରର ନାମରୁ ‘ଧାମ’ ନିର୍ମିତ ଫାଟକରେ ଲେଖା ଯାଇଥିବା ଫଳକ କାଢ଼ି ନିଆଗଲା । ଜଗନ୍ନାଥ ଧାମ ବଦଳରେ ଲେଖାହେଲା ‘ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’। Post navigation TMC’s Sushmita Dev resigns from Rajya Sabha; 2nd party MP to step down Andhra Pradesh Minister’s Road Inauguration in Kotia: କୋଟିଆରେ ଆନ୍ଧ୍ର ମନ୍ତ୍ରୀଙ୍କ ନୂଆ ରାସ୍ତା ଉଦ୍ଘାଟନ