ବାଲିଅନ୍ତା ସୋମ୍ୟ ହତ୍ୟା ମାମଲାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ମାମଲାର ପୋଷ୍ଟମର୍ଟମ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ମସ୍ତିଷ୍କରେ ଗଭୀର ଆଘାତ ଯୋଗୁଁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ ସୌମ୍ୟଙ୍କ ଶରୀରର ୨୧ଟି ସ୍ଥାନରେ ଲାଗିଥିଲା ଗଭୀର ଆଘାତ ଲାଗିଛି। ସୌମ୍ୟଙ୍କୁ କଠିନ ଭାରି ବସ୍ତୁରେ ବାରମ୍ବାର ଆକ୍ରମଣ କରାଯାଇଛି । ମସ୍ତିଷ୍କରେ ପ୍ରବଳ ରକ୍ତସ୍ରାବ ଯୋଗୁଁ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହା ସହ ନିଶା ଦ୍ରବ୍ୟ ସେବନ ଜାଣିବା ପାଇଁ ନମୁନା ସଂଗ୍ରହ କରାଯାଇ ପୋଲିସକୁ ଦିଆଯାଇଛି । Post navigation Iran closes Strait of Hormuz: ईरान ने बंद किया होर्मुज स्ट्रेट, फिर खौफ में दुनिया Gold Prices fall ₹6,000 in Two Days