ସିଏମଓରୁ ଦୁଇ ଫାଇଲ ହଜିବା ଘଟଣାରେ ପୋଲିସର ତଦନ୍ତ ଆରମ୍ଭ କରିଛି। ତଦନ୍ତ କମିସନ ସମ୍ବନ୍ଧୀୟ ଫାଇଲ୍ ହଜିବା ମାମଲାରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ, ପୁଲିସ କମିସନରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ କରାଯାଇଛି। ଗୃହ ବିଭାଗର ଯୁଗ୍ମ ଶାସନ ସଚିବ ଶରତ ଚନ୍ଦ୍ର ମାରାଣ୍ଡିଙ୍କ ତଥ୍ୟ ଆଧାରରେ ଏହି FIR ରୁଜୁ ହୋଇଛି । ଏହା ପରେ କ୍ୟାପିଟାଲ ଥାନା ଅଧିକାରୀ ଲୋକସେବା ଭବନରେ ଗୃହ ବିଭାଗର ଯୁଗ୍ମ ସଚିବ ଶରତ ଚନ୍ଦ୍ର ମାରାଣ୍ଡିଙ୍କ ଠାରୁ ତଥ୍ଯ ନେଇଛନ୍ତି । କ୍ୟାପିଟାଲ ଥାନାରେ FIR ପରେ ଖୋଳତାଡ଼ ଆରମ୍ଭ କରିଛି। Post navigation Debashish Samantaray elected to Rajya Sabha unopposed Trump warns of major attack on Iran tonight