ଜଗତସିଂହପୁର ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସଦର ଥାନା ନିପୁର ଗାଁ ନିକଟରେ ପ୍ରତିଷ୍ଠା ହେବ ମେଡିକାଲ କଲେଜ । ଏ ନେଇ ଜମି ଅଧିଗ୍ରହଣ ପାଇଁ ସରକାରଙ୍କ ପକ୍ଷରୁ ଜଗତସିଂହପୁର ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଆବଶ୍ୟକୀୟ ବେସରକାରୀ ଓ ସରକାରୀ ଜମି ଚିହ୍ନଟ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନାଁରେ ରେକର୍ଡ କରିବାକୁ ନିର୍ଦ୍ଦେଶ । Post navigation SC dismisses Meenakshi Natarajan’s plea against rejection of RS candidature