ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ଖୋଲା ହେବା ନେଇ ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍ । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ପାଇଁ ନିର୍ଦ୍ଦେଶ ଦେଇଥାନ୍ତି ଜିଲ୍ଲାପାଳ। Post navigation Mancheswar ASI Sacked Over Bribery: ଚାକିରୀରୁ ବହିଷ୍କୃତ ହେଲେ ମଞ୍ଚେଶ୍ୱର ଥାନା ଏଏସ୍ଆଇ Text book Error Issue: ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ଘଟଣା; ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି