ଦୁଇ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ଦ୍ରୌପଦୀ ମୁର୍ମୁ । ଆଜି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଷ୍ଟ୍ରପତି। ଏହାପରେ ସଂଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍ ସେଣ୍ଟର ଉଦଘାଟନ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳ ୧୦ଟାରେ ଶାଶୂଘର ଗାଁ ପାହାଡ଼ପୁର ଯିବାର କାର୍ଯ୍ୟକ୍ରମ ରହିଛି। Post navigation RI Exam Postponed: ଘୁଞ୍ଚିଲା ଆରଆଇ ପରୀକ୍ଷା स्ट्रेट ऑफ होर्मुज फिर से खुला: भारत के लिए इसका क्या मतलब है?