ଥାନା ସାମ୍ନାରେ ଯୁବକଙ୍କ ଆତ୍ମହତ୍ୟା । ମୟୂରଭଞ୍ଜ କୁଳିଅଣା ଥାନା ସମ୍ମୁଖରେ ଘଟିଛି ଅଭାବନୀୟ ଘଟଣା । ଥାନା ସମ୍ମୁଖରେ ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ କୁଳିଅଣା କାମତା ଗାଁର ଶିବପ୍ରସାଦ ବାରିକ। ପୁଲିସର ମାନସିକ ଅତ୍ୟାଚାର ଓ ଦୁର୍ବ୍ୟବହାର ସହ୍ୟ କରିନପାରି ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି ।

Leave a Reply

Your email address will not be published. Required fields are marked *