ବ୍ରହ୍ମପୁରରେ ଇଂଜିନିୟରିଂ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗିରଫ ହେଲେ ପରିବହନ ମନ୍ତ୍ରୀଙ୍କ ପୁତୁରା ବିଶ୍ବଜିତ ଜେନା । ଛାତ୍ରୀଙ୍କ ପୁରୁଷ ବନ୍ଧୁ ବିଶ୍ବଜିତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ୍। ପରିବାର ସଦସ୍ୟଙ୍କ ଅଭିଯୋଗ କ୍ରମେ ପୁଲିସ ଆତ୍ମହତ୍ୟା ନିମନ୍ତେ ବାଧ୍ୟ କରିବା ଦଫାରେ ଛାତ୍ରୀଙ୍କ ପୁରୁଷ ବନ୍ଧୁ ବିଶ୍ବଜିତ ଜେନାଙ୍କୁ ଗିରଫ କରିଛି ପୋଲିସ ।

Leave a Reply

Your email address will not be published. Required fields are marked *