ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ ଓଡ଼ିଆ । ସାହିତ୍ୟ, ଶିକ୍ଷା ଓ କଳା କ୍ଷେତ୍ରରେ ଅସାଧାରଣ ଅବଦାନ ପାଇଁ ୩ ଜଣ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି। ସାହିତ୍ୟ ଓ ଶିକ୍ଷା ପାଇଁ ଚରଣ ହେମ୍ବ୍ରମଙ୍କୁ ପଦ୍ମଶ୍ରୀ ପ୍ରଦାନ କରାଯାଇଥିବା ବେଳେ କଳା ପାଇଁ ଶରତ ପାତ୍ର ଓ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀରେ ସମ୍ମାନ କରାଯାଇଛି। Post navigation Padma Awards 2026: रोहित शर्मा और अलका याग्निक समेत 65 हस्तियों को मिला पद्म सम्मान Balianta Murder Case: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା ଆଉ ଜଣେ ଗିରଫ; ୧୯ରେ ପହଞ୍ଚିଲା ଗିରଫଦାରୀ ସଂଖ୍ୟା