ଭୁବନେଶ୍ବରରେ ପହଞ୍ଚିଲା ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ମୃତ୍ୟୁ ବରଣ କରିଥିବା ୫ ଶ୍ରମିକଙ୍କ ମୃତଦେହ । ଓଡ଼ିଆ ଶ୍ରମିକ ମାନଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନ ବନ୍ଦର ଠାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏହା ସହ ଏହି ଦୁର୍ଘଟଣା ଉପରେ ଗଭୀର ଶୋକ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଥିଲେ ଏବଂ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବାର ପ୍ରତିଶ୍ରୁତି ଦେଇଥିଲେ।

Leave a Reply

Your email address will not be published. Required fields are marked *