ଭୁବନେଶ୍ୱରର ଏକ କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ମହିଳା ଥାନା ପୋଲିସ ଅଭିଯୁକ୍ତ ଟ୍ୟୁସନ ସାର୍ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୀଡ଼ିତାଙ୍କ ବୟାନ ରେକର୍ଡ କରି ଡାକ୍ତରୀ ମାଇନା କରିଛି ପୋଲିସ। Post navigation Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଭୁବନେଶ୍ବର ଆସିଲା ୫ ମୃତଦେହ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ PM Modi attends Civil Investiture Ceremony-II at Rashtrapati Bhavan