ତାମିଲନାଡୁ ଗ୍ୟାସ୍‌ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଆଉ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ହୋଇଛି । ଏହି ଅଘଟଣରେ ମୃତ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ତେଲକୋଇ ବ୍ଲକ୍‌ ଟାଙ୍ଗିରି ଦୁବାନାଳି ସାହିର ରୀତା ଜୁଆଙ୍ଗ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *