ଛାତ୍ରୀଛାତ୍ରୀମାନଙ୍କୁ ମିଳିବ ମାଗଣା ନୂଆ ସ୍କୁଲ୍‌ ବ୍ୟାଗ୍। ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ରାଜ୍ୟ ସାରା ସରକାରୀ ସ୍କୁଲରେ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍କୁଲ ବ୍ୟାଗ ଯୋଗାଇବା ଘୋଷଣା କରିଛି। । ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଡିପିସି ମାନଙ୍କୁ ଚିଠି ଲେଖିଛନ୍ତି ଓସେପା ପ୍ରକଳ୍ପ ନିର୍ଦ୍ଦେଶକ।

 

Leave a Reply

Your email address will not be published. Required fields are marked *