ତାମିଲନାଡୁରେ ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ । ମୃତ ଯୁବତୀ ପିଟାନାଳୀ ଗ୍ରାମର ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ସଂଖ୍ୟା ମୋଟ ୧୧ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *