ତାମିଲନାଡୁରେ ଘଟିଥିବା ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଆଜି ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି ।ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ । ମୃତକ ଜଣକ ଅନୁଗୁଳ ଖମାର ଥାନା ଆଲୁରି ପଞ୍ଚାୟତ ଅନ୍ଧାରି ସାହିର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୩ କୁ ବୃଦ୍ଧି ପାଇଛି । Post navigation WEP Odisha Chapter: ମହିଳା ଉଦ୍ୟମିତା ପ୍ଲାଟଫର୍ମ (WEP) ଓଡ଼ିଶା ଅଧ୍ୟାୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ Japan Earthquake: ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟ୍କା ଅନୁଭୂତ