ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନଯାତ୍ରା ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ପୁରୀ ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚି ରଥ ମହାରଣା ମାନଙ୍କ ସହ ରଥ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି । ରଥ ଯାତ୍ରାକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ କାରିଗରଙ୍କୁ ରଥ କାମ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଓଡ଼ିଶାର ସୁଖ ସମୃଦ୍ଧି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । Post navigation Deba Snana Purnima 2026: ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଭକ୍ତିର ଜୁଆର: ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ Ratha Jatra 2026: ସ୍ନାନ ପୂର୍ଣ୍ଣିମାରେ ଶ୍ରୀନଅରରେ ମୁଖ୍ୟମନ୍ତ୍ରୀ: ଗଜପତିଙ୍କ ସହ ରଥଯାତ୍ରା ପ୍ରସ୍ତୁତି ନେଇ ଆଲୋଚନା