ଦେବସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ କରିଛନ୍ତି ଶ୍ରୀଜୀଉ । ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ । ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଘଣ୍ଟନାଦ, ଖୋଳ ତାଳ, ଭେରୀ ତୂରୀ, ହୁଳହୁଳି, ହରିବୋଲ, ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

 

 

Leave a Reply

Your email address will not be published. Required fields are marked *