ଭୁବନେଶ୍ବର ମାର୍କେଟ ବିଲଡିଂରେ ପୁଣି ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଗଲା ୧୫ରୁ ଅଧିକ ଦୋକାନ । ଖବର ପାଇ ଅଗ୍ନିଶମ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଛି। ଏହି ଘଟଣାରେ ଲକ୍ଷ ଲକ୍ଷ ଟଙ୍କାର ପୋଷାକ ଏବଂ ଅନ୍ୟାନ୍ୟ ମୂଲ୍ୟବାନ ଜିନିଷ ନଷ୍ଟ ହୋଇଥିବା ସନ୍ଦେହ କରାଯାଉଛି। ଅନ୍ୟପଟେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳି ପାରିନାହିଁ। Post navigation Missing CMO Files Case: ତତ୍କାଳୀନ CMOରୁ ଫାଇଲ୍ ଗାଏବ ଘଟଣା; ତଦନ୍ତ ଦାବି କଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର Today Anasara Niti: ଶ୍ରୀମନ୍ଦିରରେ ଆଜିଠୁ ମହାପ୍ରଭୁଙ୍କ ଅଣସର ନୀତି