ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ଆଜିଠୁ ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ମଧ୍ୟାହ୍ନ ୧୨:୩୦ରେ ସେ ଦିଲ୍ଲୀ ଅଭିମୁଖେ ବାହାରିଥିବା ବେଳେ ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ।ସରକାରୀ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ଦୁଇ ଦିନ ପାଇଁ ଦିଲ୍ଲୀ ଯାଉଥିବାର ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

loader