ଆସନ୍ତା ୬ ତାରିଖରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୬ ତାରିଖ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ମହାପ୍ରଭୁଙ୍କ ନୀତିକାନ୍ତି, ଶ୍ରଦ୍ଧାଳୁଙ୍କ ପାଇଁ ହୋଇଥିବା ବ୍ୟବସ୍ଥା ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *